୧୩୨୬ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ
ଭୁବନେଶ୍ୱରରେ ଆୟୋଜିତ ରାଜ୍ୟସ୍ତରୀୟ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ବାଂଟିଛନ୍ତି ।
ନୂତନ ଭାବେ ମନୋନୀତ ୯ଟି ବିଭାଗର ପ୍ରାର୍ଥୀଙ୍କୁ ଏହି ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି ।
ରାଜ୍ୟ ସରକାରଙ୍କ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ୯ଟି ବିଭିନ୍ନ ବିଭାଗର ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ।








